www.samajalive.in
Thursday, December 11, 2025
15.1 C
Bhubaneswar

ଆସନ୍ତାକାଲି ବନ୍ଦ ରହିବ ମା​‌’ ତାରିଣୀଙ୍କ ଦର୍ଶନ

କେନ୍ଦୁଝର: ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମା​‌’ ତାରିଣୀଙ୍କ ଦର୍ଶନ । ସକାଳ ୬ଟାରୁ ସଂଧ୍ୟା ସଢ଼େ ୬ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦିଆଯାଇଛି । ଆଷାଢ଼ୀ ପର୍ବ ପାଇଁ ମା’ ତାରିଣୀଙ୍କ ଦର୍ଶନ ବନ୍ଦ ରଖିବାକ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ କୁହାଯାଇଛି । ଏହି ସମୟରେ ଶ୍ରଦ୍ଧାଳୁ ମାନେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories