www.samajalive.in
Tuesday, December 9, 2025
16.1 C
Bhubaneswar

ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଲୁଇସ୍‌ ରୋଡ୍‌ ଶାଖାର ନବୀକରଣ

ଭୁବନେଶ୍ୱର: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଲୁଇସ୍‌ ରୋଡ୍‌ ଶାଖାର ନବୀକରଣ ପରିସର, ୟୁନିୟନ୍‌ ଗୋଲ୍ଡ ଲୋନ୍‌ ପଏଣ୍ଟ ଏବଂ ଏଟିଏମ୍‌ ଲବି ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ରମାକାନ୍ତ ପ୍ରଧାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି ।

 

- Advertisement -

ଏହି ଅବସରରେ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ-ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ଶୋଭନ ସେନ୍‌ଗୁପ୍ତା, ଶାଖା ପ୍ରବନ୍ଧକ ମନୋଜ କୁମାର ପାତ୍ରଙ୍କ ସମେତ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଗଣ, ଭୁବନେଶ୍ୱର ସହରାଞ୍ଚଳ ଶାଖାଗୁଡିକର ଶାଖା ପ୍ରବନ୍ଧକ ଏବଂ ଶାଖାର ମୂଲ୍ୟବାନ ଗ୍ରାହକମାନେ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories