www.samajalive.in
Friday, December 12, 2025
15.1 C
Bhubaneswar

କାନପୁରର ଶ୍ରୀ ଜଗନ୍ନାଥ ମନ୍ଦିରରେ ଧୁମ୍‌ଧାମରେ ନୀଳାଦ୍ରି ବିଜେ ପାଳିତ

କାନପୁର – କାନପୁରରେ ଧୁମ୍‌ଧାମରେ ଶ୍ରୀ ଜଗନ୍ନାଥଙ୍କର ନୀଳାଦ୍ରି ବିଜେ ଅନୁଷ୍ଠିତ ହୋଇଛି । କାନପୁର ଉତ୍କଳ ସମାଜ ଆନୁକୂଲ୍ୟରେ ବୈକୁଣ୍ଠପୁରୀ ଶ୍ରୀ ଜଗନ୍ନାଥଙ୍କର ରଥଯାତ୍ରା ମହୋତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦ୍ରାପଡାରର ଗଡମେକର ଅନୁଷ୍ଠାନର କଳାକାର ଓଡିଶୀ  ସଙ୍ଗୀତ ନୃତ୍ୟ ପରିବେଷଣ କରିଥିଲେ । ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

- Advertisement -

ଏହି କାର୍ଯ୍ୟକ୍ରମ ଇଂଜିନିୟର ଶ୍ୟାମସୁନ୍ଦର ଦାଶଙ୍କ ପୌରୋହିତରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଜୟକୁମାର ମିଶ୍ର, ଅରୁଣ ନାରାୟଣ ଦ୍ୱିବେଦୀ, ଅନୀଲକୁମାର ବିସ୍ତାଙ୍କ ସହ ପ୍ରମୁଖ ପ୍ରବାସୀ ଓଡିଆମାନେ ସହଯୋଗ କରିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories