www.samajalive.in
Tuesday, December 9, 2025
16.1 C
Bhubaneswar

ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା କମିପାରେ କରୋନା – ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଡେସ୍କ: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଏହି ସ୍ଥିତିରେ ପରିବର୍ତ୍ତନ ହୋଇପାରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଶ୍ରୀ ମହାପାତ୍ର କହିଛନ୍ତି ଯେ ରଥଯାତ୍ରା ସରିଥିବାରୁ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏ ନେଇ ସତର୍କ ଦୃଷ୍ଟି ରଖାଯାଇଥିବା ସେ କହିଛନ୍ତି।

ଏବେ ଧୀର ଗତିରେ ସଂକ୍ରମଣ ବଢ଼ୁଛି ତେଣୁ ନିୟମ ମାନିବା ସହ ଯେଉଁମାନେ ଟିକା ନେଇନାହାନ୍ତି ତୁରନ୍ତ ଟିକା ନେବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଓଡ଼ିଶା ଭଲ ସ୍ଥିତିକୁ ଆସିବା ନେଇ ସେ ଅନୁମାନ କରିଛନ୍ତି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories