www.samajalive.in
Friday, December 12, 2025
17.1 C
Bhubaneswar

ପୁଣି ଚମକିଲେ ଭାଇରଲ ଗାର୍ଲ ଅଭିଲିପ୍ସା ପଣ୍ଡା

ଡେସ୍କ: ହର ହର ସମ୍ଭୁ ଗୀତ ପରେ ଏବେ କଳ୍କୀ ଅବତାର ଗୀତ ଗାଇ ଚର୍ଚ୍ଚାରେ ଅଭିଲିପ୍ସା। ଆରଏସଆର ଓଡ଼ିଆ ମ୍ୟୁଜିକ ୟୁଟୁବ ଚ୍ୟାନେଲରେ ଏହି ଭଜନଟି ନିକଟରେ ରିଲିଜ ହୋଇଛି। ଏଥିରେ ଅଭିଲିପ୍ସା ଏକ ନୂଆ ରୂପରେ ନଜର ଆସିଛନ୍ତି। ଯାହାକୁ ଦର୍ଶକମାନେ ବହୁତ ପସନ୍ଦ ମଧ୍ୟ କରୁଛନ୍ତି।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories