www.samajalive.in
Sunday, December 14, 2025
19.1 C
Bhubaneswar

ରାଜଧାନୀରେ ସ୍ୱାମୀ-ସ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ; ସ୍ତ୍ରୀ ମୃତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଘଟିଛି କରୁଣ ପରିଣତି। ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ ଘଟିଛି। ଆତ୍ମହତ୍ୟା ଉଦ୍ୟମ ଯୋଗୁଁ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ୱାମୀଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories