www.samajalive.in
Friday, December 12, 2025
27.1 C
Bhubaneswar

ଭୁବନେଶ୍ୱର-କଟକରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା  ଲାଗିରହିଛି । ଭୁବନେଶ୍ୱର ଏବଂ କଟକ ସହରରେ ମଧ୍ୟ ଶନିବାର ସକାଳୁ ବର୍ଷା ଲାଗି ରିହିଛି । ଏହାର ପ୍ରଭାବରେ ସହରର ତଳୁଆ ଅଞ୍ଚଳରେ ବର୍ଷା ଜଳ ଜମିବା ସହ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । କଟକ ବାଦାମବା​ଡି ବସଷ୍ଟାଣ୍ଡ ଶୋଚନୀୟ ହୋଇପଡିଛି। ସେହିପରି ରାଜପଥରେ ଥିବା ଅଣ୍ଡରପାସ ରୋଡ଼ରେ ବର୍ଷା ଜଳ ଜମିବା ସହ ଯାତାୟାତ ରେ ସମସ୍ୟା ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମୁଥିବାରୁ ଯାତାୟାତରୁ ନିବୃତ ରହିବା ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଘଣ୍ଟା ପ୍ରତି ୨ ରୁ ୩ ସେମି. ହୋଇଥିବା​‌ ଅନୁମାନ କରାଯାଉଛି। ଏହା ଆହୁରି ବୃଦ୍ଧି ପାଇବାର ସମ୍ମାବନା ରହିଛି ।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories