www.samajalive.in
Thursday, December 11, 2025
18.1 C
Bhubaneswar

ପୁରୀ-ଇନ୍ଦୋର ଏକ୍ସପ୍ରେସ ବାତିଲ

ଭୁବନେଶ୍ବର: ଆଜି (ବୁଧବାର) ପୁରୀରୁ ଛାଡିବାକୁ ଥିବା ପୁରୀ-ଇନ୍ଦୋର ଏକ୍ସପ୍ରେସ ବାତିଲ ରହିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ଇନ୍ଦୋରରୁ ଛାଡିବାକୁ ଥିବା ଏହାର ସଂଯୋଗକାରୀ ରେଳ ଇନ୍ଦୋର-ପୁରୀ ଏକ୍ସପ୍ରେସ ବାତିଲ ହେତୁ ପୁରୀଠାରୁ ଏହାକୁ ବାତିଲ କରାଯାଇଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories