www.samajalive.in
Monday, December 8, 2025
14.1 C
Bhubaneswar

ଆଜି ଦିନ ଦୁଇଟା ସମୟରେ ସିବିଏସ୍‌ଇ ଦଶମ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇବ- ଦ୍ୱାଦଶଶ୍ରେଣୀର ପରୀକ୍ଷାଫଳ ଘୋଷିତ

ନୂଆଦିଲ୍ଲୀ – ଆଜି ସିବିଏସ୍ଇର ଦ୍ୱାଦଶ ଶ୍ରେଣୀ ପାଇଁ ପରୀକ୍ଷା ଫଳ ଘୋଷଣା କରାଯାଇଛି । ଆଜି ଦିନ ଦୁଇଟା ସମୟରେ ସିବିଏସ୍‌ଇ ଦଶମ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି ।

 

- Advertisement -

ଦ୍ୱାଦଶଶ୍ରେଣୀରେ ଏଥର ଛାତ୍ରୀମାନେ ଛାତ୍ରଙ୍କ ଠାରୁ ଆଗରେ ଅଛନ୍ତି । ୯୪.୫୪ ପ୍ରତିଶତ ଛାତ୍ରୀ ପାସ୍ କରିଥିବା ବେଳେ ୯୧.୨୫ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories