www.samajalive.in
Saturday, December 6, 2025
16.1 C
Bhubaneswar

କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ

ଫୁଲବାଣୀ : ଫୁଲବାଣୀ ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଇଡି ସମନ ନେଇ ବିଜେପି ଏବଂ ଇଡି ବିରୁଦ୍ଧରେ ଜୋରଯାର ପ୍ରତିବାଦ ଏବଂ ବିକ୍ଷୋଭ କରାଯାଇଛି । ଏଥିରେ ଜିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ, ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢ଼ୀ, ଛାତ୍ର କଂଗ୍ରେସ ସଭାପତି ଅନୁପମ କହ୍ନର ,ସୋସିଆଲ ମିଡିଆ ଚେୟାରମ୍ୟାନ୍‍ ନନ୍ଦ କିଶୋର ଦାଶ, ହେମନ୍ତ କର, ସୂର୍ଯ୍ୟକାନ୍ତ ଦାଶ, ମହିଳା କଂଗ୍ରେସ ସଭାପତି ରୁଦା ମଲ୍ଲିକ, ନଗର ସଭାପତି ଶିବ ଶଙ୍କର  ବେହେରା, intuc ସଭାପତି ଘନ କୁମାର ଶବର, ଅମୀର ଚାନ୍ଦ ନାୟକ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ, ବଳଦେବ ବେହରା, ଗୌର ଚରଣ ବେହେରା ବିଳାସିନୀ ନାୟକ, ସନ୍ତୋଷ କୁମାର ପଟ୍ଟନାୟକ, ପ୍ରଫୁଲ୍ଲ କୁମାର ଦାଶ, ନୁରସିଂହ ଶତପଥୀ ପ୍ରମୁଖ ଉପସ୍ଥିତ ରହି ବିଜେପି ସରକାର ବିରୁଦ୍ଧରେ ବର୍ଷି ଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories