www.samajalive.in
Monday, December 8, 2025
17.1 C
Bhubaneswar

ଆଜିଠୁ ୪ ଦିନିଆ ଦିଲ୍ଳୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜିଠୁ ୪ ଦିନିଆ ଦିଲ୍ଳୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ ବୋଲି ସୂଚନା ଦିଆଯାଇଛି । ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥଗ୍ରହଣ କରିବେ । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଜଣାପଡ଼ଛି । ଗତକାଲି ମୁଖ୍ୟମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଆଉ ଆଜି ସେଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଳୀ ଗସ୍ତ କରିବେ । ଏହି ଗସ୍ତ ସମୟରେ ରାଜ୍ୟର ବିଭିନ୍ନ ସ୍ୱାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ମନ୍ତ୍ରୀ ମାନଙ୍କ ସହ ନବୀନ ଆଲୋଚନା କରିବେ ବୋଲି ଜଣାପଡିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories