www.samajalive.in
Sunday, December 7, 2025
15.1 C
Bhubaneswar

ଓଡିଶାରେ ଚିହ୍ନଟ ହେଲେ ଆଉ ୧୧୩୦ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଆଜି ମଧ୍ୟ ୧୧ଶହ ପାର କରିଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୩୦ ନୂଆ ସଂକ୍ରମିତ। ଜନ୍ମରୁ ୧୮ ବର୍ଷରୁ ମଧ୍ୟରେ ୧୪୩,ସଙ୍ଗରୋଧରୁ ୬୬୨,ସ୍ଥାନୀୟ ୪୬୮।

- Advertisement -


୩୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୨୫, ବରଗଡ ୨୩, ଭଦ୍ରକ ୧୪, ବଲାଙ୍ଗୀର ୧୭, ବୌଦ୍ଧ ୧, କଟକ ୧୧୧, ଦେଓଗଡ ୩, ଢେଙ୍କାନାଳ ୩,ଗଜପତି ୫, ଗଞ୍ଜାମ ୪, ଜଗତସିଂହପୁର ୧୦, ଯାଜପୁର ୩୬, ଝାରସୁଗୁଡା ୨୫, କଳାହାଣ୍ଡି ୯, କନ୍ଧମାଳ ୧୭, କେନ୍ଦ୍ରାପଡା ୧୮, କେନ୍ଦୁଝର ୧୧,ଖୋର୍ଦ୍ଧା ୨୦୯, କୋରାପୁଟ ୧୧,ମାଲକାନଗିରି ୧,ମୟୁରଭଞ୍ଜ ୯୩, ନବରଙ୍ଗପୁର ୯, ନୟାଗଡ ୩୩, ନୂଆପଡା ୧୬, ପୁରୀ ୧୪,ରାୟଗଡା ୧୪, ସମ୍ବଲପୁର ୧୦୬, ସୋନପୁର ୧୮, ସୁନ୍ଦରଗଡ ୨୨୫, ଷ୍ଟେଟ ପୁଲରୁ ୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୫,୪୯୯କୁ ବୃଦ୍ଧି ପାଇଛି। ୧୨,୮୮,୯୭୦ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ ହଜାର ୩୪୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories