www.samajalive.in
Thursday, December 11, 2025
15.1 C
Bhubaneswar

ପଲ୍ଲିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନୁଦାନ ସତ୍ୟାଗ୍ରହ

କଣ୍ଟାବାଞ୍ଜି : ସିନ୍ଧେକେଲାସ୍ଥିତ ପଲ୍ଲିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଅଧ୍ୟାପକ ଚିନ୍ମୟ କୁମାର ଯୋଶୀ ଙ୍କ ନେତୃତ୍ୱରେ ୨୦୦୮ମସିହା ପରବର୍ତ୍ତୀ ଅଧ୍ୟାପକ, ଅଧ୍ୟାପିକା ଏବଂ ଅଣ ଶିକ୍ଷକ କର୍ମଚାରୀଙ୍କୁ ଅନୁଦାନ ଦାବିରେ ସାରା ରାଜ୍ୟରେ ଚାଲିଥିବା ଅଧିକାର ଯାତ୍ରା-୩ର ଅନୁଦାନ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି। ଚିନ୍ମୟ ଯୋଶୀଙ୍କ ନେତୃତ୍ୱରେ ଅଧ୍ୟାପକ ଥବିର ବିଶ୍ୱାଳ, କୈବର୍ତ୍ତ ନାଗ, ଶ୍ରୀକାନ୍ତ ବିହାରୀ, ଶୋଭିତ ଦାସ ଏବଂ ଅଧ୍ୟାପିକା ପୁଷ୍ପାଞ୍ଜଳି ସାହୁ, ଅଣ ଶିକ୍ଷକ କର୍ମଚାରୀ ସଂଯୁକ୍ତା ବାରିକ, ହରେରାମ ପୁଟେଲ, କୁନୁସେଠ, ସୌମ୍ୟା ସାହୁ, ପୁଷ୍ପାସାହୁ ପ୍ରମୁଖ ସତ୍ୟାଗ୍ରହ ଆନ୍ଦୋଳନରେ ସାମିଲ ହୋଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories