www.samajalive.in
Sunday, December 7, 2025
23.1 C
Bhubaneswar

ଗଣେଶଙ୍କ କୃପାରୁ ବାସ୍ତୁ ଦୋଷ ଦୂର କରିବାର ଉପାୟ

ଘରେ ଯେକୌଣସି ଶୁଭ କାମ ଆରମ୍ଭ କରିବା ପୂର୍ବରୁ ଭଗବାନ ଗଣେଶଙ୍କୁ ପୂଜା କରାଯାଇଥାଏ। ଗଣେଶଙ୍କୁ ପୂଜା କଲେ ବାସ୍ତୁ ଦୋଷ ହୋଇଥାଏ। ଘରର ମୁଖ୍ୟ ଦ୍ୱାର, ପୂଜା ସ୍ଥାନ, ରୋଷେଇ ଘର ଓ କାର୍ଯ୍ୟାଳୟରେ ଥିବା ବାସ୍ତୁଦୋଷ ଗଣେଶ ମୂର୍ତ୍ତି ରଖିଲେ ନଷ୍ଟ ହୋଇଥାଏ। ଗଣେଶଙ୍କୁ ବିଘ୍ନବିନାଶକ ମଧ୍ୟ କୁହାଯାଇଥାଏ।
ଗଣେଶ ମୂର୍ତ୍ତି ସ୍ଥାପନ କରିବାର ନିୟମ …..
ଗଣେଶଙ୍କ ଅନେକ ମୂର୍ତ୍ତି ଘରେ ରଖନ୍ତୁ।
ପୂଜା ଘରେ ଗଣେଶଙ୍କର ତିନୋଟି ମୂର୍ତ୍ତି ଏକାସହ ରଖନ୍ତୁ ନାହିଁ।
ମୂର୍ତ୍ତିର ଉଚ୍ଚତା ୧୨ଇଞ୍ଚରୁ ଅଧିକ ହୋଇ ନ ଥିବା ଦରକାର।
ପିତ ରଙ୍ଗର ଗଣେଶ ମୂର୍ତ୍ତି ଅତ୍ୟନ୍ତ ଭଲ ଅଟେ।
ଗଣେଶଙ୍କୁ କେବେ ବି ତୁଳସୀ ଅର୍ପଣ କରନ୍ତୁ ନାହିଁ।
ବାସ୍ତୁ ଦୋଷ କିପରି ଦୂର ହୋଇଥାଏ??
ଛୁଆଙ୍କ ପଢ଼ିବା ଘରେ ହଳଦିଆ ରଙ୍ଗର ଗଣେଶଙ୍କ ମୂର୍ତ୍ତି ରଖନ୍ତୁ।
ଗୋଟିଏ ଘରେ କେବଳ ଗୋଟିଏ ମାତ୍ର ଗଣେଶଙ୍କ ମୂର୍ତ୍ତି ରଖନ୍ତୁ।
ଶୋଇବା ଘରେ କେବେ ବି ଗଣେଶଙ୍କ ମୂର୍ତ୍ତି ରଖନ୍ତୁ ନାହିଁ।
ଘରର ମୁଖ୍ୟ ଦ୍ୱାରରେ ଭିତରକୁ ମୁହଁ କରିଥିବା ଗଣେଶଙ୍କ ମୂର୍ତ୍ତି ରଖନ୍ତୁ।
ପୂଜା ଘରେ ହଳଦିଆ ରଙ୍ଗର ଗଣେଶ ମୂର୍ତ୍ତି ରଖନ୍ତୁ।
ପ୍ରତ୍ୟେକ ଦିନ ସକାଳେ ଗଣେଶଙ୍କୁ ଦୂବ ଅର୍ପଣ କରନ୍ତୁ।
ଘରେ ଗଣେଶଙ୍କ ଅନେକ ମୂର୍ତ୍ତି ରଖିବା ପରିବର୍ତ୍ତେ ଗୋଟିଏ ସ୍ଥାନରେ ଓଁ ଲେଖି ଦିଅନ୍ତୁ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories