www.samajalive.in
Monday, December 15, 2025
16.1 C
Bhubaneswar

୭୫ ଦେଶକୁ ବ୍ୟାପିଲାଣି ମଙ୍କିପକ୍ସ, ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ଘୋଷଣା କଲା ‘ହୁ’

ନୂଆଦିଲ୍ଲୀ: ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଙ୍କିପକ୍ସକୁ ‘ପବ୍ଲିକ ହେଲ୍‌ଥ ଇମରଜେନ୍ସି’ (ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି) ଘୋଷଣା କରାଯାଇଛି। ଶନିବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରସ ଅଧାନମ୍‌ ଘେବ୍ରେସସ୍‌ ଏହି ଘୋଷଣା କରି କହିଛନ୍ତି ଯେ ମଙ୍କିପକ୍ସ ସଂକ୍ରମଣ ମାମଲା ବୃଦ୍ଧି ପରିପ୍ରେକ୍ଷୀରେ ଏହି ଘୋଷଣା କରାଯାଇଛି। ଏଥିସହ ମଙ୍କିପକ୍ସ ପ୍ରତି ସତର୍କତା ଅବଲମ୍ବନ କରିବା ପାଇଁ ନିବେଦନ କରାଯାଇଛି। ସମ୍ପ୍ରତି ଭାରତର କେରଳରେ ତିନିଟି ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୭୫ରୁ ଅଧିକ ଦେଶକୁ ଏହା ବ୍ୟାପୀ ସାରିଛି ଓ ୧୬ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ୫ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories