www.samajalive.in
Saturday, December 13, 2025
26.1 C
Bhubaneswar

ନାବାଳିକାଙ୍କୁ ପୋଡ଼ି ମରିଦେଲେ ଯୁବକ !

ସୋର: ଖଇରା ଥାନା ବାରିଙ୍ଗିଆ ଗାଁରେ ଜଣେ ନାବାଳିକାଙ୍କୁ ପୋଡ଼ି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ ସେହି ଗାଁର ଜଣେ ଯୁବକ ନାବାଳିକାଙ୍କୁ ପୋଡ଼ି ମାରିଦେଇଥିବା କୁହାଯାଉଛି । ଘଟଣାକୁ ନେଇ ଅଭିଯୁକ୍ତ ଯୁବକଙ୍କୁ ଗ୍ରାମବାସୀ ମାନେ ଅଟକ ରଖିଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ତେବେ ଯୁବକ ଜଣକ ବିବାହିତ ବୋଲି ଜଣାପଡ଼ିଛି । ସେ କେଉଁ କାରଣରୁ ନାବାଳିକାଙ୍କୁ ପୋଡି ହତ୍ୟା କରିଛନ୍ତି ତାହାର କାରଣ ଜଣାପଡ଼ିନାହିଁ । ଏଯାଏ ମଧ୍ୟ ଘଟଣାସ୍ଥଳରେ ପୁଲିସ ପହଞ୍ଚି ନାହିଁ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories