www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩୯ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତୁଳନାରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ହୋଇଛି। ୨୪ ଘଣ୍ଟାରେ ଆଉ ୭୩୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମ ରୁ ୧୮ ବର୍ଷ ମଧ୍ୟରେ ୯୫,ସଙ୍ଗରୋଧରୁ ୪୩୨, ସ୍ଥାନୀୟ ସଂକ୍ରମଣ ୩୦୭।

- Advertisement -


୨୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୮, ବରଗଡ ୨୦, ଭଦ୍ରକ ୩, ବଲାଙ୍ଗୀର ୧୭, ବୌଦ୍ଧ ୯, କଟକ ୩୪, ଦେଓଗଡ ୨, ଢେଙ୍କାନାଳ ୩, ଗଜପତି ୭, ଗଞ୍ଜାମ ୨, ଜଗତସିଂହପୁର ୪, ଯାଜପୁର ୪, ଝାରସୁଗୁଡା ୧୮, କଳାହାଣ୍ଡି ୧୦,କନ୍ଧମାଳ ୧୧, କେନ୍ଦ୍ରାପଡା ୫, କେନ୍ଦୁଝର ୧୨, ଖୋର୍ଦ୍ଧା ୧୩୮, କୋରାପୁଟ ୧୨, ମୟୁରଭଞ୍ଜ ୮୪, ନବରଙ୍ଗପୁର ୪, ନୟଗଡ ୨୨, ନୂଆପଡା ୮, ପୁରୀ ୧୧, ରାୟଗଡା ୧୫, ସମ୍ବଲପୁର ୧୧୩, ସୋନପୁର ୧୫, ସୁନ୍ଦରଗଡ ୧୧୪, ଷ୍ଟେଟପୁଲରୁ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯କୁ ବୃଦ୍ଧି ପାଇଛି। ୧୨,୯୦,୬୬୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୪୦୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories