www.samajalive.in
Sunday, December 14, 2025
17.1 C
Bhubaneswar

ମହିଳା କୃଷକଙ୍କୁ ଜରି ପଖିଆ ବଣ୍ଟନ

ଗୁରୁଡିଝାଟିଆ: ଆଠଗଡ ବିକାଶ ମଞ୍ଚ ପକ୍ଷରୁ ମହିଳା କୃଷକଙ୍କୁ ଜ ରିପଖିଆ ବଣ୍ଟନ କରାଯାଇଛି। ମହିଳା କୃଷକମାନେ ବର୍ଷାଋତୁରରେ ଚାଷଜମିରେ ଧାନ ରୋଉଥିବା ବେଳେ ସଂପୂର୍ଣ୍ଣ ଭିଜି ଯାଉଥିଲେ। ଏହାକୁ ଦୃଷ୍ଟିରେ ରଖି ଆଠଗଡ ବିକାଶ ମଞ୍ଚର ସଭାପତି ସମାଜସେବୀ ମାନସ ବସ୍ତିଆ ଆଜି କଣ୍ଡରେଇ ପଞ୍ଚାୟତର ସତ୍ୟନାରାୟଣପୁର ଗାଁରେ ପହଞ୍ଚି କାଦୁଅ ଜମିରେ ଧାନ ରୋଉଥିବା ମହିଳା କୃଷକମାନଙ୍କୁ ଜରି ପଖିଆ ବଣ୍ଟନ କରିଥିଲେ। କାର୍ଯ୍ୟରତ ମହିଳା କୃଷକମାନେ ଅତ୍ୟନ୍ତ ଆନନ୍ଦିତ ହୋଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories