www.samajalive.in
Sunday, December 14, 2025
26.1 C
Bhubaneswar

ରୁକୁଣା ରଥଯାତ୍ରାରେ ବିଭ୍ରାଟ ; ଦଉଡ଼ି ଛିଣ୍ଡିବା ଯୋଗୁଁ ରଥ ଟଣା ବନ୍ଦ

ଭୁବନେଶ୍ୱର : ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ଯାତ୍ରାରେ ବିଭ୍ରାଟ ଦେଖା ଦେଇଛି।  ବାରମ୍ବାର ଦଉଡି ଛିଣ୍ଡିବା ଯୋଗୁଁ ରଥ ଟଣା ବନ୍ଦ ରହିଛି । ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି । ମାତ୍ର ୨/୩ ହାତ ରଥ ଗଡିବା ପରେ ରଥ ଟଣା ବନ୍ଦ ରହିଛି ବୋଲି ଶେଷରେ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତାକାଲି ପୁଣି ରଥ ଟଣାଯିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories