www.samajalive.in
Sunday, December 14, 2025
26.1 C
Bhubaneswar

ଚାକିରି ଅପେକ୍ଷାରେ ୯ଲକ୍ଷ ପଞ୍ଜୀକୃତ ବେକାର

ଭୁବନେଶ୍ୱର: ରାଜ୍ୟରେ ୮,୮୦, ୧୭୫ ଯୁବକ ଯୁବତୀ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜରେ ନାମ ପଞ୍ଜୀକରଣ କରିଛନ୍ତି ବୋଲି ବିଧାନସଭାରେ କହିଛନ୍ତି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ। ବେ‌ରାଜଗାର ଯୁବକଯୁବତୀଙ୍କ ପାଇଁ ୧୦ହଜାର ମାସିକ ବେକାରୀ ଭତ୍ତା ପ୍ରଦାନ ପାଇଁ ସରକାରଙ୍କ ପ୍ରସ୍ତାବ ନାହିଁ ବୋଲି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଉଲ୍ଲେଖ କରିଛନ୍ତି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories