www.samajalive.in
Saturday, December 13, 2025
21.1 C
Bhubaneswar

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଗୁରୁବାର, ଶ୍ରାବଣ କୃଷ୍ଣ ଅମାବାସ୍ୟା ବା ଚିତାଲାଗି ଅମାବାସ୍ୟା । ଏହି ଚିତାଲାଗି ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ପରେ  ଆପାତତଃ ଦିବା ଘ.୨.୦୦ ଟାରୁ ସନ୍ଧ୍ୟା ଘ.୬.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories