www.samajalive.in
Monday, December 8, 2025
24.1 C
Bhubaneswar

ଖାଦ୍ୟରେ ସାମିଲ କରନ୍ତୁ ଲେମ୍ବୁ

ଅନ୍ୟ ଖଟାଫଳ ତୁଳନାରେ ଲେମ୍ବୁରେ ଭିଟାମିନ୍‍ ସି ଅଧିକ ପରିମାଣରେ ରହିଛି। ଏହା ଆଣ୍ଟି-ଅକ୍ସିଡାଣ୍ଟ ରୂପରେ ଶରୀର ପାଇଁ ଖୁବ ଲାଭଦାୟକ ହୋଇଥାଏ।
ଲେମ୍ବୁ ସେବନ କରିବା ଦ୍ୱାରା ତ୍ୱଚା ପାଇଁ ଖୁବ ଉପକାରୀ ହୋଇଥାଏ। ଏଥିରେ ଥିବା ଆଣ୍ଟି-ଅକ୍ସିଡାଣ୍ଟ ତ୍ୱଚାର ଚମକ ବୃଦ୍ଧି କରିଥାଏ।
ଲେମ୍ବୁରେ ସାଇଟ୍ରିକ ଅମ୍ଳ ଥାଏ। ଲେମ୍ବୁର ସେବନ କରିବା ଦ୍ୱାରା ବୃକକ୍‍ ଜନିତ ସମସ୍ୟା ଦୂର ହୋଇଥାଏ।
ଲେମ୍ବୁରେ ଥିବା ଆଣ୍ଟି-ଅକ୍ସିଡାଣ୍ଟ ଓଜନ ହ୍ରାସ ପାଇଁ ବେଶ ସହାୟକ ହୋଇଥାଏ। ମୋଟାପଣ ସମସ୍ୟାରୁ ରକ୍ଷା ପାଇବା ପାଇଁ ଲେମ୍ବୁର ସେବନ କରନ୍ତୁ।
ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଲେମ୍ବୁ ଖୁବ ଉପକାରୀ। ଲେମ୍ବୁରେ ଥିବା ଭିଟାମିନ ସିର ମାତ୍ରା ଆଣ୍ଟି-ଅକ୍ସିଡାଣ୍ଟର କାର୍ଯ୍ୟ କରିବା ସହ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ।
ଲେମ୍ବୁ ଖାଇବା ଦ୍ୱାରା ପାଟିର ଦୁର୍ଗନ୍ଧ ମଧ୍ୟ ଦୂର ହୋଇଥାଏ।
ଲେମ୍ବୁରେ ମାଗ୍ନେସିୟମର ମାତ୍ରା ରହିଛି। ମାଗ୍ନେସିୟମ ମୁଖ୍ୟତଃ ରକ୍ତଚାପକୁ ନିୟନ୍ତ୍ରଣ ରଖିବାରେ ବେଶ ସହାୟକ ହୋଇଥାଏ।
ନିୟମିତ ଭାବେ ଲେମ୍ବୁର ସେବନ କରିବା ଦ୍ୱାରା କର୍କଟ ରୋଗ ହେବାର ସମ୍ଭାବନା ଖୁବ କମ୍‍ ଥାଏ।

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories