www.samajalive.in
Monday, December 8, 2025
14.1 C
Bhubaneswar

ଦେଶରୁ ଔଷଧପତ୍ର ରପ୍ତାନୀ ୧୪୬% ବୃଦ୍ଧି

ନୂଆଦିଲ୍ଳୀ : ଦେଶରୁ  ଔଷଧପତ୍ର ରପ୍ତାନୀ ପରିମାଣ ବୃଦ୍ଧି ପାଇଛି ।  ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଜୁନ୍‍ ୩ ମାସ ମଧ୍ୟରେ ଔଷଧପତ୍ର ରପ୍ତାନୀ ଶତକଡ଼ା ୧୪୬ ଭାଗ ବୃଦ୍ଧି ପାଇଛି । ଯାହା ୨୦୧୩ ମସିହାର ସେହି ସମୟ ତୁଳନାରେ ଯଥେଷ୍ଟ ଅଧିକ । ରସାୟନ ସାର ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ଏକ ଟ୍ୱିଟ୍‍ କରି କହିଛନ୍ତି ଦେଶରେ ଉତ୍ପାଦିତ ଔଷଧପତ୍ର ଗୁଡ଼ିକର ଚାହିଦା ବିଦେଶରେ ବୃଦ୍ଧି ପାଉଥିବାରୁ ଔଷଧପତ୍ର ରପ୍ତାନୀ ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories