www.samajalive.in
Sunday, December 14, 2025
26.1 C
Bhubaneswar

ବୌଦ୍ଧରେ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଉଦ୍‍ଘାଟିତ

ବୌଦ୍ଧ: ବୌଦ୍ଧ ସହର ସ୍ଥିତ ପୁରୁଣାବ୍ଲକ ଛକ ଠାରେ ନୂତନ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି ଏହି ଅବସରରେ ବିଭାଗୀୟ ପୁଲିସ ଡିଆଇଜି ସତ୍ୟବ୍ରତ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟାଳୟକୁ ଉଦଘାଟନ କରିଥିଲେ ଏଥିରେ ବୌଦ୍ଧ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି, ଅତିରିକ୍ତ ଆରକ୍ଷି ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତ, ଏସଡିପିଓ ଆନନ୍ଦ ବର୍ଦ୍ଧନ ଗୁରୁ, ଡିଏସପି ସାଲେଷ୍ଟିନ ଟିଗା, ଡଏସପି ତପସ୍ୱିନୀ କହଁର, ବୌଦ୍ଧ ଥାନା ଅଧିକାରୀ ମାଧବାନନ୍ଦ ନାଏକ, ମନମୁଣ୍ଡା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ, ବାଉଁଶୁଣି ଥାନା ଅଧିକାରୀ ସୁବାଷ ଚନ୍ଦ୍ର ରାଇଗୁରୁ ,ପୁରୁଣା କଟକ ଥାନା ଅଧିକାରୀ ଜ୍ୟୋତ୍ସ୍ନା କାଉଁରୀ ଏବଂ ହରଭଙ୍ଗା ଥାନା ଅଧିକାରୀ ପୁଷ୍ପଲତା ରାଉତରାୟ ଉପସ୍ଥିତ ଥିବାବେଳେ ସମସ୍ତ ପୁଲିସ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories