www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ୨୦, ୪୦୮ ନୂଆ ଆକ୍ରାନ୍ତ ; ଆରୋଗ୍ୟ ହାର ୯୮.୪୮%

ନୂଆଦିଲ୍ଲୀ : ଦେଶରେ କରେନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବୃଦ୍ଧି ତ ଦିନେ ହ୍ରାସ ହେଉଛି। ୨୪ ଘଣ୍ଟାରେ ଆଉ ୨୦ ହଜାର ୪୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୦,୦୦,୧୩୮କୁ ବୃଦ୍ଧି ପାଇଛି। ଆଉ ୨୦,୯୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୩,୩୦,୪୪୨ରେ ପହଞ୍ଚିଛି। ଆରୋଗ୍ୟ ହାର ୯୮.୪୮%। ସେହିପରି ଚିିକିତ୍ସାଧୀନ ଅବସ୍ଥାରେ ଆଉ ୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁହାର ୧.୨୦%। ଦୈନିକ ସଂକ୍ରମଣ ହାର ୫.୦୫%।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି ହୋଇଥିବା ରିପୋର୍ଟ ଅନୁଯାୟୀ, ଆଉ ୧,୪୩,୩୮୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୩%। ସପ୍ତାହିକ ସଂକ୍ରମଣ ହାର ୪.୯୨%। ଏଯାଏଁ ୨୦୩ .୯୪ କୋଟି ଟିକାକରଣ କରାଯାଇଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories