www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟଗୋଷ୍ଠୀ କ୍ରୀଡା : ଭାରତ ପାଇଁ ପ୍ରଥମ ପଦକ ଜିତିଲେ ସଂକେତ ସାଗର

ଡେସ୍କ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ତା’ର ପଦକ ଅଭିଯାନ ଆରମ୍ଭ କରିଛି । ଭାରୋତ୍ତୋଳନର ୫୫ କିଗ୍ରା ପୁରୁଷ ବର୍ଗରେ ଭାରତର ସଂକେତ ସାଗର ରୌପ୍ୟ ପଦକ ଜିତି ଭାରତ ପାଇଁ ପ୍ରଥମ ପଦକ ବିଜୟୀ ହେବାର ଗୌରବ ଅର୍ଜନ କରିଛନ୍ତି । ଭାରୋତ୍ତୋଳନରେ ଚମତ୍କାର ପ୍ରଦର୍ଶନ କରି ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିପାଇଁ ତାଙ୍କ ନିକଟକୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି ।

ରାଜ୍ୟଗୋଷ୍ଠୀ କ୍ରୀଡାରେ ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂକେତ ସାଗରଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories