www.samajalive.in
Monday, December 15, 2025
27.1 C
Bhubaneswar

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଡେସ୍କ :  ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମାସ ପହିଲାଠାରୁ ପର୍ଯ୍ୟଟକଙ୍କ ନିମନ୍ତେ ଖୋଲାଯିବ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା।
ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗ ଗହନରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories