ବୌଦ୍ଧ : ବୌଦ୍ଧ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବରେ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଉପଜିଲାପାଳ ରାୟଗଡା ଭାବରେ କାର୍ଯ୍ୟରତ ଥିଲେ। ଏହା ପୂର୍ବରୁ ସେ ବୌଦ୍ଧରେ ଅତିରିକ୍ତ ତହସିଲଦାର ଭାବରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ତେଣୁ ଜଣେ ଅଭିଜ୍ଞ ଅଧିକାରୀ ଭାବରେ ଜିଲାରେ ସେ ଦକ୍ଷତାର ସହିତ କାର୍ଯ୍ୟ କରିବେ ବୋଲି ଯୋଗଦାନ ପରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର ଆଶାପ୍ରକାଶ କରିଛନ୍ତି।
Popular Categories



