www.samajalive.in
Saturday, December 6, 2025
23.1 C
Bhubaneswar

ବିଜେଡିରେ ଯୋଗ ଦେଲେ ପ୍ରମୋଦ ପଣ୍ଡା

ଭୁବନେଶ୍ବର: ବିଜେପି ଛାଡି ବିଜେଡିରେ ସାମିଲ ହେଲେ ପ୍ରମୋଦ ପଣ୍ଡା। ପ୍ରମୋଦ ଘୁମଶର ବିଜେପିର ଯୁବ ସଭାପତି ଭାବେ ଦୁଇ ବର୍ଷ ଧରି କାମ କରୁଥିଲେ। ଆଜି ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories