www.samajalive.in
Wednesday, December 10, 2025
17.1 C
Bhubaneswar

ଦେଶରେ ଆଉ ୧୮ ହଜାର ୭୩୮ କରୋନା ଆକ୍ରାନ୍ତ ଚିହ୍ନଟ; ୪୦ ମୃତ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୮ ହଜାର ୭୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଦେଶରେ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୪,୯୩୩କୁ ବୃଦ୍ଧି ପାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୦ ଜଣଙ୍କର ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫.୨୬,୬୮୯ରେ ପହଞ୍ଚିଛି। ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍‌ ଏଯାଏ ୪,୩୪,୮୪,୧୧୦ ଜଣ ସୁସ୍ଥ ହୋଇସାରିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories