www.samajalive.in
Tuesday, December 9, 2025
17.1 C
Bhubaneswar

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

ଭୁବନେଶ୍ବର: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଲେ ରାଜସ୍ବ ନିରୀକ୍ଷକ। ଗଞ୍ଜାମ ଜିଲା କୋଦଳା ତହସିଲ ଅନ୍ତର୍ଗତ କେ. ବରିଡ଼ା ରାଜସ୍ବ ନିରୀକ୍ଷକ ଦେବାଶିଷ ମାଝି ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏକ ଜବତ ବାଲି ଟ୍ରକ୍ ଛାଡ଼ିବାକୁ ୫୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଆରଆଇ ଦେବାଶିଷ ମାଝି।ନିଜ କାର୍ଯ୍ୟାଳୟ ଭିତରେ ଲାଞ୍ଚ ଟଙ୍କା ନେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଏହାପରେ ଆରଆଇଙ୍କ ସରକାରୀ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories