www.samajalive.in
Saturday, December 6, 2025
26.1 C
Bhubaneswar

ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ: ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ମିଳିଥିବା ସୂଚନା ଅନୁସାରେ, ତାଙ୍କୁ ଦିଲ୍ଲୀ ଏମ୍ସର ଭେଣ୍ଟିଲେଟରରେ ରଖାଯାଇଛି।

ସୂଚନାଯୋଗ୍ୟ, ବୁଧବାର ଜିମ୍‌ରେ ୱାର୍କଆଉଟ୍‌ କରିବା ସମୟରେ ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା। ସେ ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ଏହାପରେ ଜିମ୍‌ରେ ଥିବା ଲୋକମାନେ ତାଙ୍କୁ ସଙ୍ଗେସଙ୍ଗେ ଦିଲ୍ଲୀ ଏମ୍ସକୁ ନେଇଥିଲେ। ରାଜୁ ହୃଦଘାତର ଶିକାର ହୋଇଥିବା ସେଠାକାର ଡାକ୍ତର ସ୍ପଷ୍ଟ କରିଥିଲେ।

- Advertisement -

ଅପରପକ୍ଷେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏମ୍ସ ନିର୍ଦ୍ଦେଶକଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ହାସ୍ୟ ଅଭିନେତାଙ୍କ ପତ୍ନୀ ଶିଖା ଶ୍ରୀବାସ୍ତବଙ୍କ ସହ ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories