www.samajalive.in
Sunday, December 14, 2025
15.1 C
Bhubaneswar

ସନ୍ଧ୍ୟା ୭ଟା ମୁଖ୍ୟ ଖବର

ଶେଷ ହେଲା ବାର୍ଷିକ ଅମରନାଥ ଯାତ୍ରା.. ଦର୍ଶନ କଲେ ୩ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ..

ପିପିଲି ଟୋଲଗେଟ୍‌ ନିକଟରେ ଶୁକ୍ରବାର ଘଟିଛି ଏକ ଅଘଟଣ.. ଭୁବନେଶ୍ବରରୁ କାକଟପୁର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡର ଉପରେ ଓଲଟି ପଡିଛି.. ଫଳରେ ଜଣଙ୍କର ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଛି.. ଏଥିସହ ବସରେ ଥିବା ୩୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି..

- Advertisement -

ପୁଣି ଥରେ ଲଘୁଚାପ ସମ୍ଭାବନା.. ୧୩ ଜିଲ୍ଲାକୁ ସତର୍କତା ଜାରି..ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି.. ସେହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଝାରସୁଗୁଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର ଓ କେନ୍ଦ୍ରାପଡା..

ପଶ୍ଚିମବଙ୍ଗ ଶାସକ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସକୁ ଶୁକ୍ରବାର ଏକ ଝଟ୍‌କା ଲାଗିଛି.. ଦଳର ଜାତୀୟ ଉପାଧ୍ୟକ୍ଷ ପବନ କେ ବର୍ମା ଆଜି ପଦରୁ ଇସ୍ତଫା ଦେଇଛନ୍ତି..

ହୀରାକୁଦ : ଉପରମୁଣ୍ଡରେ ଅଧିକ ବର୍ଷା .. ମୋଟ ୨୦ଟି ଗେଟ୍‍ ଦେଇ ଜଳ ନିଷ୍କାସନ ଆରମ୍ଭ ..

ହୀରାକୁଦ ତଳି ଅଂଚଳର ଲୋକମାନଙ୍କୁ ସତର୍କ ସୂଚନା ଦିଆଯାଇଛି..  ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଏ ନେଇ ସତର୍କ ସୂଚନା ଜାରି କରିଛନ୍ତି..  ତଳ ଅଂଚଳକୁ ଜଳ ପ୍ରବାହ ତୀବ୍ର ଥିବାରୁ ନଦୀ ଭିତରକୁ ନ ଯିବାକୁ କୁହାଯାଇଛି.. ଲୋକମାନଙ୍କୁ ସତର୍କ କରିବା ଲାଗି ମାଇକ ଯୋଗେ ପ୍ରଚାର କରାଯାଉଛି..  ଆବଶ୍ୟକ ହେଲେ ଲୋକମାନଙ୍କୁ ସ୍ଥାନାନ୍ତରଣ କରାଯିବ ଓ ସେଥିପାଇଁ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଜିଲ୍ଲାପାଳ କହିଛନ୍ତି..

ଆସନ୍ତା ୧୩ ଓ ୧୭ରେ ଦୁଇଟି ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ..  ୨୦ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ୪ ପୁଲିସଙ୍କୁ ମିଳିବ ପଦକ। ଦେଶରେ ମୋଟ୍‌ ୧୫୧ ଜଣ ପୁଲିସ ଅଧିକାରୀଙ୍କୁ ଏହି ପଦକ ମିଳିବାକୁ ଥିବାବେଳେ, ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ଜଣେ ଡିଏସ୍‌ପି ଓ ୩ଜଣ ଇନ୍ସପେକ୍ଟରଙ୍କୁ ରହିଛନ୍ତି

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ମୟୁରଭଞ୍ଜ ହେଉଛି କଳା ଓ ସଂସ୍କୃତିର ମାଟି : ମୁଖ୍ୟମନ୍ତ୍ରୀ

ସ୍ବାଧୀନତା ଦିବସ ଅବସରରେ ସାହସିକତା ପାଇଁ ୯ ଜଣଙ୍କୁ ପୁଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ମିଳିବ ପଦକ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories