www.samajalive.in
Monday, December 8, 2025
17.1 C
Bhubaneswar

ପୂର୍ବାହ୍ନ ୧୧ଟାର ମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା .. ୧୨ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ .. ଆଭ୍ୟନ୍ତରୀଣ ଓଡିଶାର ୧୪ ଜିଲାରେ ପ୍ରବଳ ବର୍ଷା ହେବ ..  ଅଗଶିଷ୍ଟ ୧୬ ଜିଲାରେ ମଧ୍ୟ ଲଘୁଚାପଜନିତ ବର୍ଷା ଲାଗି ରହିବ

ଲଘୁଚାପ ପ୍ରଭାବରେ ଟ୍ୱିନ ସିଟିରେ ଦିନ ତମାମ ବର୍ଷା ଲାଗି ରହିବ .. ପ୍ରବଳ ବର୍ଷା ଯୋଗୁଁ ଟ୍ୱିନ ସିଟିରେ ସହରୀ ବନ୍ୟାର ଆଶଙ୍କା..ଫଳରେ ଟ୍ରାଫିକ୍‍ ସମସ୍ୟା ଓ ଯାତାୟତରେ ମଧ୍ୟ ବାଧା ସୃଷ୍ଟି ହେବ..

- Advertisement -

ଉପରମୁଣ୍ଡରେ ବର୍ଷା ଓ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି କାରଣରୁ ଆଉ ୪ଟି ଗେଟ୍‍ ଆଜି ଖୋଲା ଯାଇଛି .. ବର୍ତ୍ତମାନ ମୋଟ ୨୪ଟି ଗେଟ୍‍ ଦେଇ ଜଳନିଷ୍କାସନ ଜାରି..

ରାଜ୍ୟରେ ହ୍ରାସ  କରୋନା ସଂକ୍ରମଣ..ଦିନକରେ ଆଉ ୪୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ..  ୨୪ ଘଣ୍ଟା ମଧ୍ୟରେ ୮୪୪ ଜଣ ସୁସ୍ଥ .. ୩୯୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀସ୍ଥିତ ତାଙ୍କ ସରକାରୀ ବାସଭବନରେ ଚଳିତ ବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ପଦକ ବିଜେତାମାନଙ୍କୁ ଆପ୍ୟାୟିତ କରିବେ ..  ସମ୍ପ୍ରତି ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ପ୍ରତିଯୋଗିତା-୨୦୨୨ରେ ଭାରତୀୟ ପ୍ରତିଯୋଗୀମାନେ ମୋଟ୍‍ ୬୧ଟି ପଦକ ହାସଲ କରିଛନ୍ତି..

ଦେଶରେ ଦିନକରେ ଆଉ ୧୫ ହଜାର ୮୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ.. ଗତ ୨୪ ଘଣ୍ଟା ମଧ୍ୟରେ ୨୦ ହଜାର ୧୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨କୁ ବୃଦ୍ଧି

ଆଉ ୬୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୬ ହଜାର ୯୯୬ରେ ପହଞ୍ଚିଛି..  ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୯ ହଜାର ୨୬୪ ରହିଛି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories