www.samajalive.in
Sunday, December 7, 2025
26.1 C
Bhubaneswar

ସୁଟିଂରେ ମାନୁଙ୍କୁ ରୌପ୍ୟ

ବୁଏନ୍ସ ଏରିଜ୍‍ : ଭାରତର ମାନୁ ଭାକେର ଏଠାରେ ଚାଲିଥିବା ଯୁବ ଅଲିମ୍ପିକ୍‍ସର ସୁଟିଂରେ ରୌପ୍ୟପଦକ ହାସଲ କରିଛନ୍ତି। ଶୁକ୍ରବାର ତାଜିକିସ୍ତାନର ବେହ୍‍ଜାନ ଫାଜୁଲାଏଭ୍‍ଙ୍କ ସହ ଯୋଡି ହୋଇ ମାନୁ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଇଣ୍ଟରନ୍ୟାସନାଲ ଇଭେଣ୍ଟରେ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ରୌପ୍ୟପଦକ ଜିତିଛନ୍ତି। ଚଳିତ ଟୁର୍ଣ୍ଣାମେଣ୍ଟରେ ମାନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣପଦକ ଜିତିସାରିଛନ୍ତି। ତାବାବି ଦେବୀଙ୍କ ପରେ ଯୁବ ଅଲିମ୍ପିକ୍‍ସରେ ଦୁଇଟି ପଦକ ହାସଲ କରିବାରେ ମାନୁ ହେଉଛନ୍ତି ଦ୍ୱିତୀୟ ଭାରତୀୟ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories