www.samajalive.in
Tuesday, December 9, 2025
16.1 C
Bhubaneswar

ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଅନ୍ନପୂର୍ଣ୍ଣା ଦେବୀଙ୍କ ପରଲୋକ

ମୁମ୍ବଇ: ବିଶିଷ୍ଟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଅନ୍ନପୂର୍ଣ୍ଣା ଦେବୀଙ୍କ ୯୧ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଶନିବାର ଭୋରୁ ମୁମ୍ବଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱନାମଧନ୍ୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଆଲ୍ଲାଉଦ୍ଦିନ ଖାନ୍‍୍‍ଙ୍କ ସେ ସୁପୁତ୍ରି ତଥା ଶିଷ୍ୟା ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories