www.samajalive.in
Saturday, December 13, 2025
21.1 C
Bhubaneswar

ହିମାଚଳପ୍ରଦେଶରେ ଭୂକମ୍ପ ଝଟକା

ଶିମଲା : ହିମାଚଳପ୍ରଦେଶର ମଣ୍ଡୀ ଜିଲାରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ପ୍ରଥମ ଝଟକା ସକାଳ ୫ଟା ୩୦ରେ ଅନୁଭବ ହୋଇଛି। ସୁନ୍ଦରନଗର ନିକଟ ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରିକ୍ଟର ସ୍କେଲରେ ଏହାର ତିବ୍ରତା ୨.୮ ରେକର୍ଡ କରାଯାଇଛି।
ଏହାସହ ପୁଣି ୭ଟା ୪୫ ମିନିଟ୍‍  ରେ ଆଉ ଥରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଏହାର କେନ୍ଦ୍ରସ୍ଥଳ ମଧ୍ୟ ସୁନ୍ଦରନଗର ନିକଟରେ ବୋଲି ଜଣାପଡିଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୨.୯ ରେକର୍ଡ କରାଯାଇଛି। ଏଥିରେ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ସୂଚନା ମିଳି ନାହିଁ।

Hot this week

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

Related Articles

Popular Categories