www.samajalive.in
Saturday, December 13, 2025
18.1 C
Bhubaneswar

ସନ୍ଧ୍ୟା ୭ଟା- ମୁଖ୍ୟ ଖବର

ବନ୍ୟା ପାଇଁ ପୁରୀ ଜିଲାରେ ୨ ଦିନ ସ୍କୁଲ ଛୁଟି

ନବମ ଭାରତ-ଥାଇଲ୍ୟାଣ୍ଡ ମିଳିତ କମିଶନ ବୈଠକ ଅନୁଷ୍ଠିତ

- Advertisement -

ସଂସଦ ଭବନରେ ଆଜି ପ୍ରଦର୍ଶିତ ହେବ ଭାରତୀୟ ସ୍ୱତନ୍ତ୍ରତା ସଂଗ୍ରାମର ସମଗ୍ର ଗାଥା ‘ସ୍ୱରାଜ’

ଜଳ ପ୍ରବାହ କମିବା ପରେ ଘାଇ ଗୁଡ଼ିକର ହେବ ମରାମତି: ସର୍ବୋଚ୍ଚ ଯନ୍ତ୍ରୀ

ଧାମନଗର: ବନ୍ୟାରେ ଭାସିଗଲେ ଯୁବକ; ଡଙ୍ଗା ସାହାଯ୍ୟରେ ଖୋଜୁଛନ୍ତି ଅଗ୍ନିଶମ ବାହିନୀ

 

ଲାଲୁ ଯାଦବ ଏବେ ଅସୁସ୍ଥ । ଗୁରୁତର ଅବସ୍ଥାରେ ତାଙ୍କର ଚିକିତ୍ସା ଚାଲିଛି । ତେବେ ସେ ୨୦୨୪ ନିର୍ବାଚନ ପାଇଁ ନିଜ ଦଳକୁ ପ୍ରସ୍ତୁତ କରୁଛନ୍ତି । ୨୦୨୪ ନିର୍ବାଚନରେ ମୋଦୀଙ୍କୁ ହଟାଇବା ପାଇଁ ସେ ଡାକରା ଦେଇଛନ୍ତି ।

 

ଦେଶରେ କରୋନା ସଂକ୍ରମଣ ଦିନେ ବୃଦ୍ଧି ହେଲେ ଦିନେ ହ୍ରାସ ହେଉଥିବା ଦେଖାଯାଉଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ବୁଧବାର ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ୨୪ ଘଣ୍ଟାରେ ଆଉ ୯ ହଜାର ୦୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୨,୮୬,୨୫୬କୁ ବୃଦ୍ଧି ପାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories