www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୨ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୪୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୦୮,ସଙ୍ଗରୋଧରୁ ୨୮୩ ଓ ସ୍ଥାନୀୟ ୧୯୯।

- Advertisement -


୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧, ବାଲେଶ୍ୱର ୯, ବରଗଡ ୯, ଭଦ୍ରକ ୨, ବଲାଙ୍ଗୀର ୨୪, ବୌଦ୍ଧ ୩୭, କଟକ ୧୬, ଦେଓଗଡ ୪, ଗଜପତି ୬, ଜଗତସିଂହପୁର ୨, ଯାଜପୁର ୧୦, ଝାରସୁଗୁଡା ୮, କଳାହାଣ୍ଡି ୧୬, କନ୍ଧମାଳ ୭, କେନ୍ଦ୍ରାପଡା ୬, କେନ୍ଦୁଝର ୧୦, ଖୋର୍ଦ୍ଧା ୭୧, କୋରାପୁଟ ୫, ମୟୁରଭଞ୍ଜ ୧୭, ନବରଙ୍ଗପୁର ୨୭, ନୟାଗଡ ୧୧, ନୂଆପଡା ୧୭,ପୁରୀ ୫, ରାୟଗଡା ୫, ସମ୍ବଲପୁର ୨୬, ସୋନପୁର ୭, ସୁନ୍ଦରଗଡ ୧୦୭,ଷ୍ଟେଟ ପୁଲରୁ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯କୁ ବୃଦ୍ଧି ପାଇଛି। ୧୩,୧୧,୯୪୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ ହଜାର ୯୦୯ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories