www.samajalive.in
Sunday, December 14, 2025
26.1 C
Bhubaneswar

ଗାଡିଆରେ ବୁଡି ଶିଶୁକନ୍ୟା ମୃତ

ପାଟଣା: ପାଟଣା ଥାନା ଅନ୍ତର୍ଗତ ହଳଦୀବଟା ଗ୍ରାମରେ ଗାଡ଼ିଆରେ ବୁଡ଼ି ଜଣେ ଶିଶୁକନ୍ୟାର ମୃତ୍ୟୁ ହୋଇଛି । ଗତକାଲି ଅପରାହ୍ଣ ୪ଟା ସମୟରେ ରାଇମଣି ମୁଣ୍ଡା ନାମକ ମାତ୍ର ୩ର୍ଷର ଶିଶୁକନ୍ୟା ଗାଡିଆରେ ବୁଡି ପ୍ରାଣ ହରାଇଥିବା ଜଣାପଡ଼ିଛି । ଗ୍ରାମର ତପାଇ ମୁଣ୍ଡାଙ୍କ ଝିଅ ରାଇମଣି ଖେଳୁଥିବା ବେଳେ ଅସାବଧାନତା ବସତଃ ଗାଡିଆରେ ପଡ଼ିଯାଇଥିଲା । ପରେ ଖବର ପାଇ ସାହାରପଡ଼ା ଫାଣ୍ଡି ଅଧିକାରୀ ଶିବ ଶଙ୍କର ଆଲଦା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତ ଶିଶୁ କନ୍ୟାର ଶବକୁ ଉଦ୍ଧାର କରିଥିଲେ । ପରେ ଶିଶୁ କନ୍ୟାର ଶବ ବ୍ୟବଚ୍ଛେଦ କରାଯାଇ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories