www.samajalive.in
Sunday, December 7, 2025
14.1 C
Bhubaneswar

ବନ୍ୟା ପାଇଁ ସ୍ଥଗିତ ରହିଲା ଏଏସଓ ପରୀକ୍ଷା

ଭୁବନେଶ୍ୱର : ଘୁଞ୍ଚିଲା ଏଏସଓ ଲିଖିତ ପରୀକ୍ଷା। ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷା ସହ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ୨୧.୦୮.୨୦୨୨ ତାରିଖ ( ରବିବାର) ହେବାକୁ ଥିବା ଏ.ଏସ.ଓ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ରବିବାର ନିର୍ଦ୍ଧାରିତ ଏଏସଓ ଲିଖିତ ପରୀକ୍ଷାକୁ ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ପରୀକ୍ଷା ନେଇ ପରିବର୍ତ୍ତିତ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ସଭିଁଙ୍କୁ ଜଣାଯିବ। ଏନେଇ ଆଜି ଲୋକ ସେବା ଆୟୋଗ ପକ୍ଷରୁ ସୂଚନା ମିଳିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories