www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ପୁଣି ବୃଦ୍ଧି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ପୂର୍ବରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ମଧ୍ୟରେ ସୀମିତ ରହିଥିବା ବେଳେ ୨୪ ଘଣ୍ଟାରେ ଆଉ ୧୨,୬୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୯୮,୮୬୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୬,୨୫୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୬,୭୦,୩୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୮%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୭୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୨୦୬ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୧,୦୧,୩୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୩%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories