www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ଆଉ ୩୮୫ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ୩୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷରୁ କମ ୫୮। ସଙ୍ଗରୋଧରୁ ୨୨୪ ଓ ସ୍ଥାନୀୟ ୧୬୧। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୪୫୪କୁ ବୃଦ୍ଧି ପାଇଛି।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ୭, ବରଗଡ ୧୫, ଭଦ୍ରକ ୨, ବଲାଙ୍ଗୀର ୨୦, ବୌଦ୍ଧ ୮, କଟକ ୧୦, ଦେଓଗଡ ୩, ଗଜପତି ୬, ଗଞ୍ଜାମ ୨, ଜଗତସିଂହପୁର ୧, ଯାଜପୁର ୬, ଝାରସୁଗୁଡା ୩, କଳାହାଣ୍ଡି ୧୭, କନ୍ଧମାଳ ୩, କେନ୍ଦ୍ରାପଡା ୪, କେନ୍ଦୁଝର ୭, ଖୋର୍ଦ୍ଧା ୮୫, କୋରାପୁଟ ୩, ମୟୁରଭଞ୍ଜ ୧୪, ନବରଙ୍ଗପୁର ୧୩, ନୟାଗଡ ୧୧, ନୂଆପଡା ୧୩, ରାୟଗଡା ୩, ସମ୍ବଲପୁର ୨୨, ସୋନପୁର ୩, ସୁନ୍ଦରଗଡ ୮୩, ଷ୍ଟେଟପୁଲରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ୧୩,୧୨,୪୪୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ ହଜାର ୭୯୧ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories