www.samajalive.in
Saturday, December 13, 2025
26.1 C
Bhubaneswar

ବିଜୁ ମହିଳା ଜନତା ଦଳ ପକ୍ଷରୁ ଚାରା ରୋପଣ

ନବରଙ୍ଗପୁର: ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ହିର୍ଲ୍ ଡଙ୍ଗରି ପାହାଡ଼ ଉପରେ ଚାରା ରୋପଣ କାର୍ୟ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଯୋଗଦେଇ ସମସ୍ତେ ଗୋଟାଏ ଗୋଟାଏ ଚାରା ଲଗାଇବା ସହ ଆମ ପରିବେଶ କୁ ସବୁଜ ଆଉ ସୁନ୍ଦର କରିବା ବୋଲି କହିଥିଲେ। ଏହି ଚାରା ରୋପଣ କାର୍ୟ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲା ସହ ପର୍ୟ୍ୟବେକ୍ଷକ ଦେବାଶିଷ ପାତ୍ର, ମହିଳା ସଭାପତି ମଞ୍ଜୁଳା ମାଝୀ ଓ ଶତାଧିକ ବିଜୁ ଜନତା ଦଳର କର୍ମୀ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories