www.samajalive.in
Thursday, December 11, 2025
13.1 C
Bhubaneswar

ଆଉ ଏ ବର୍ଷ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ : ଅନନ୍ତ ଦାସ

ଭୁବନେଶ୍ୱର : ଚଳିତ ଶିକ୍ଷାବର୍ଷ ପାଇଁ ଆଉ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏହା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ। କୌଣସି ବିଭ୍ରାନ୍ତିକର ଖବର ଦ୍ୱାରା ପ୍ରଭାବିତ ହୋଇ ସମୟ ଅପଚୟ ନକରି ପାଠପଢ଼ାରେ ମନୋନିବେଶ କରିବା ପାଇଁ ମନ୍ତ୍ରୀ ଶ୍ରୀ ଦାସ ରାଜ୍ୟର ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ବାତ୍ୟା ତିତ୍‍ଲି ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଜନଜୀବନ ବିପର୍ଯ୍ୟସ୍ତ ହେବ ବୋଲି ସତର୍କ ସୂଚନା ମିଳିବା ପରେ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ନିର୍ଦେଶନାମା ଅନୁଯାୟୀ ରାଜ୍ୟର ସମସ୍ତ କଲେଜ ଛାତ୍ର ସଂସଦ ନିର୍ବାଚନକୁ ଚଳିତ ଶିକ୍ଷା ବର୍ଷ ୨୦୧୮-୧୯ ନିମନ୍ତେ ବାତିଲ କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories