www.samajalive.in
Friday, December 12, 2025
16.1 C
Bhubaneswar

ବନ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ଓ ଗୋଖାଦ୍ୟ ବଣ୍ଟନ

ପିପିଲି: ଦୟାନଦୀର ବନ୍ୟାଜଳରେ ପ୍ରବାହିତ ହୋଇଥିବା କଣ୍ଠପୁର, ମିର୍ଜାପୁର, ଭୋଇଗୁଣ, ପୋଡାଗୁଣ, ଭାରତୀପୁର ଆଦି ଅଞ୍ଚଳରେ ବନ୍ୟାଜଳ ଘେରରେ ରହିଥିବା ବିପନ୍ନଙ୍କୁ ‘ଡେଲାଙ୍ଗ ପିପିଲି ଜନକଲ୍ୟାଣ ମଞ୍ଚ’ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ମଞ୍ଚର ଆବାହକ ସମାଜସେବୀ ରାଧାମୋହନ, ମୁଖ୍ୟ ଉପଦେଷ୍ଟା ଜନ୍ମେଜୟ ଜେନାଙ୍କ ନେତୃତ୍ୱରେ ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ଓ ଗୋଖାଦ୍ୟ ବଣ୍ଟନ କରାଯାଇଛି। ମଞ୍ଚର ସଦସ୍ୟ ସୁକାନ୍ତ ସ୍ୱାଇଁ, ସଦାଶିବ ପରିଡ଼ା, ସନ୍ତୋଷ ସେଠୀ, ଧନେଶ୍ୱର ପରିଡ଼ା, ଚଣ୍ଡେଶ୍ୱର ଦାଶ, ସାହିଦ ରାଜା, ରାଜେନ୍ଦ୍ର ସ୍ୱାଇଁ, ଦୁଷ୍ମନ୍ତ ପ୍ରଧାନ ପ୍ରମୁଖ ଏଥିରେ ସହଯୋଗ କରିଥିଲେ।

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories