www.samajalive.in
Sunday, December 14, 2025
26.1 C
Bhubaneswar

ଜିଲାସ୍ତରୀୟ ବିଦ୍ୟାଳୟ ଆଇନ ସାକ୍ଷରତା ପ୍ରତିଯୋଗୀତା

ସମ୍ବଲପୁର : ସମ୍ବଲପୁରର ବୁଢ଼ାରଜା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲାସ୍ତରୀୟ ବିଦ୍ୟାଳୟ ଆଇନ ସାକ୍ଷରତା ପ୍ରତିଯୋଗୀତ ଆୟୋଜିତ ହୋଇଯାଇଛି । ରବିବାର ଆୟୋଜିତ ଏହି ପ୍ରତିଯୋଗୀତାରେ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ପ୍ରତିଯୋଗୀତାରେ ତର୍କ, ପ୍ରବନ୍ଧ, ଚିତ୍ରାଙ୍କନ ଏବଂ କ୍ଷୁଦ୍ର ନାଟକ ପ୍ରତିଯୋଗୀତା ଆୟୋଜିତ ହୋଇଥିଲା । ପ୍ରତିଯୋଗୀତାରେ ବୁଢ଼ାରଜା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଚିତ୍ରାଙ୍କନ, ତର୍କ ଏବଂ କ୍ଷୁଦ୍ର ନାଟକ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରି ମଣ୍ଡଳ ସ୍ତରକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିଭଳି ପ୍ରବନ୍ଧ ଲିଖନ ପ୍ରତିଯୋଗୀତାରେ ବୁଢ଼ାରଜା ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଅଧିକାର କରିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories