www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ଆରୋଗ୍ୟ ହାର ୯୮.୫୯%

ନୂଆଦିଲ୍ଲୀ : ଦେଶରେ ହ୍ରାସ ହୋଇଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୯ ହଜାର ୫୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୩,୪୮,୯୬୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୩୬୮ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୯୭,୬୪୮ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୨୨%। ସେହିପରି ଆଉ ୧୧,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୭,୨୩,୯୪୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୯%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories