www.samajalive.in
Sunday, December 14, 2025
26.1 C
Bhubaneswar

ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜୟନ୍ତୀ

ରେଙ୍ଗାଲିକ୍ୟାମ୍ପ: ଜିଲା ଲେଖିକା ପରିଷଦ ,ବରଗଡ଼ ପକ୍ଷରୁ ଦ୍ବିତୀୟ ସ୍ବନକ୍ଷତ୍ର ଦିବସ ଓ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜୟନ୍ତୀ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ସଭାନେତ୍ରୀ କବିତା ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ବରଗଡ଼ ପୌର ପରିଷଦର ଅଧ୍ୟକ୍ଷା କଳ୍ପନା ମାଝୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ, କଳାପାଣି ମହାବିଦ୍ୟାଳୟର ଅଧ୍ୟାପିକା ସୁଷମା ଦାଶ, ପୂର୍ବତନ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ କଳ୍ପନା ନାଏକ ମଞ୍ଚାସୀନ ହୋଇଥିଲେ। ମେଘନାଥ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories