ଭୁବନେଶ୍ବର: ଆଜି ଭୁବନେଶ୍ବର ଷ୍ଟେସନ ପାଖରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଏହାଦ୍ବାରା ୨ଟି ଲାଇନ ବ୍ଲକ ହୋଇଥିବା ଯୋଗୁ ଟ୍ରେନ ଚଳାଚଳ ସାମାନ୍ୟ ବାଧାପ୍ରାପ୍ତ ହୋଇଛି। ମାଲବାହୀ ଟ୍ରେନ ଲାଇନଚ୍ୟୁତ ହେବାର କାରଣ ଅସ୍ପଷ୍ଟ ରହିଛି।
Popular Categories



